Masthead

ସିଦ୍ଦରମେୟା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ

କର୍ଣ୍ଣାଟକ(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକରେ କଂଗ୍ରେସ ଜିତିବା ପରଠୁ କିଏ ହେବେ ମୁଖ୍ୟମନ୍ତ୍ରୀ, ତାକୁ ନେଇ ସସପେନ୍ସ ଜାରି ରହିଥିବା ବେଳେ ମାନସମନ୍ଥନରେ ପଡିଲା ପୂର୍ଣ୍ଣଚ୍ଛେଦ। ସିଦ୍ଦରମେୟା ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ । ଡି. କେ ଶିବକୁମାର ହେବେ ଉପମୁଖ୍ୟମନ୍ତ୍ରୀ । ପ୍ରେସମିଟ୍‌ରେ ଘୋଷଣା କଲେ କଂଗ୍ରେସ ପ୍ରଭାରୀ ରଣଦୀପ ସୂର୍ଯ୍ୟୱାଲା । ୨୦ ତାରିଖ ଦିନ ୧୨ଟା ୩୦ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା