କର୍ଣ୍ଣାଟକରେ ସିଦ୍ଦ ଶାସନ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକରେ କଂଗ୍ରେସ ରାଜ, ସିଦ୍ଦରମେୟା ମୁଖ୍ୟମନ୍ତ୍ରୀ  । କାନ୍ତିରବା ଷ୍ଟାଡିୟମରେ ଚାଲିଛି ଶପଥ ଗ୍ରହଣ ସମାରୋହ । ସିଦ୍ଦରମେୟା ହେଲେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ସିଦ୍ଦରମୈୟାଙ୍କୁ ଶପଥ ପାଠ କରାଇଲେ ରାଜ୍ୟପାଳ  । ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଲେ । ଡିକେ ଶିବକୁମାର ହେଲେ ଉପ ମୁଖ୍ୟମନ୍ତ୍ରୀ । ମନ୍ତ୍ରୀ ଭାବେ ଶପଥ ନେଲେ ଜି. ପରମେଶ୍ୱର  । ଶପଥ ଗ୍ରହଣ ସମାରୋହରେ ବହୁ ବରିଷ୍ଠ ନେତା ସାମିଲ । ମଲ୍ଲିକାର୍ଜୁନ ଖଡ଼ଗେ, ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି ଉପସ୍ଥିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ