Masthead

ସାଇକେଲରେ ଯାଇ ନାମଙ୍କନ ଦାଖଲ କଲେ ସିଦ୍ଧାର୍ଥ

ନିମାପଡ଼ା (ବଡ଼ ଖବର ବ୍ୟୁରୋ): ସାଇକେଲ ଚଲାଇ ନାମାଙ୍କନ ପତ୍ର ଦାଖଲ କରିବାକୁ ବାହାରିଲେ କଂଗ୍ରେସ ନେତା ସିଦ୍ଧାର୍ଥ ରାଉତରାୟ । ନିମାପଡ଼ା ହରିପୁର ବଜାରରୁ ନିଜେ ସାଇକେଲ ଚଳାଇ କର୍ମୀମାନଙ୍କ ସହିତ ନାମାଙ୍କନ ପାଇଁ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି । ଆଜି ନିମାପଡ଼ା ଆସନ ପାଇଁ ସିଦ୍ଧାର୍ଥ ରାଉତରାୟ କଂଗ୍ରେସ ଦଳ ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରିବେ ।

ଆଇରନ ମ୍ୟାନ ଭାବରେ ପରିଚିତ ସିଦ୍ଧାର୍ଥ ନିମାପଡ଼ା ରାଜନୀତିରେ ପାଦ ଥାପିବା ଦିନ ଠାରୁ ସାଇକେଲରେ ବିଭିନ୍ନ ପଂଚାୟତ ବୁଲି ଲୋକମାନଙ୍କ ପାଖରେ ପହଂଚୁ ଥିବା ବେଳେ ଆଜି ନାମାଙ୍କନ ପତ୍ର ଦାଖଲ କରିବା ପାଇଁ ସାଇକେଲରେ ପୁରୀ ଯାତ୍ରା କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ସେପଟେ ଦୁର୍ନୀତି ଭ୍ରଷ୍ଟାଚାର ବିରୋଧରେ ନିମାପଡ଼ା ଭୋଟର ତାଙ୍କ ସପକ୍ଷରେ ମତଦାନ କରିବେ ବୋଲି ଆଶାବାଦୀ ଅଛନ୍ତି ସିଦ୍ଧାର୍ଥ ରାଉତରାୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ