Masthead

ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କ ପରଲୋକ

ମୁମ୍ବାଇ( ବଡ଼ ଖବର ବ୍ୟୁରୋ): ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କ ପରଲୋକ । ୪୦ ବର୍ଷରେ ହୃଦଘାତରେ ଦେହାନ୍ତ । ବିଗବସ-୧୩ର ଥିଲେ ବିଜେତା । ବାଳିକାବଧୂ ଦେଇଥିଲା ସ୍ୱତନ୍ତ୍ର ପରିଚୟ । ଏକାଧିକ ସିନେମା ସହ ଟେଲି ସିରିଏଲ କରିଛନ୍ତି କାର୍ଯ୍ୟ ।

ପରପାରିରେ ବଲିଉଡ୍ ପ୍ରସିଦ୍ଧ ଅଭିନେତା ସିଦ୍ଧାର୍ଥ ଶୁକ୍ଳା । ଫ୍ୟାନ୍ସଙ୍କ ମଧ୍ୟରେ ଶୋକର ଛାୟା । ପପୁଲାର ରିୟଲିଟ୍ ଶୋ ବିଗ୍ ବସ୍-୧୩ର ବିଜେତା ଥିଲେ ସିଦ୍ଧାର୍ଥ । ଏହା ସହ ଦିଲ୍ ସେ ଦିଲ୍ ତକ୍ ସିରିଏଲରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ