Masthead

ଫିଟିଲା ସମାଧାନ ବାଟ, ନିର୍ବାଚନ ପର୍ଯ୍ୟନ୍ତ ସଭାପତି ରହିବେ ସିଦ୍ଧୁ

(ବଡ଼ ଖବର ବ୍ୟୁରୋ): ପଞ୍ଜାବ ବିଧାନସଭା ନିର୍ବାଚନ ପର୍ଯ୍ୟନ୍ତ ପିସିସ ସଭାପତି ପଦରେ ସିଦ୍ଧୁ ରହିବେ । ଗୁରୁବାର ସିଦ୍ଧୁ ଓ ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ ମଧ୍ୟରେ ହୋଇଥିବା ଆଲୋଚନା ପରେ ଏଥିନେଇ ସିଦ୍ଧୁ ନିଜର ସହମତି ପ୍ରକାଶ କରିଛନ୍ତି । ଏହା ସହ ତାଙ୍କର ଦାବି ମୁତାବକ ଡିଜିପି ଓ ଆଡଭୋକେଟ ଜେନେରାଲଙ୍କୁ ପରିବର୍ତ୍ତନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସମ୍ମତ ହୋଇଥିବା ଜଣାପଡ଼ିଛି ।

ଚନ୍ନିଙ୍କ ଜଣେ ବିଶ୍ୱସ୍ତ ସହଯୋଗୀ କହିଛନ୍ତି ସିଦ୍ଧୁଙ୍କ ସର୍ତ୍ତ ମାନିବାକୁ ମୁଖ୍ୟମନ୍ତ୍ରୀ ରାଜି ହୋଇଛନ୍ତି । ଏନେଇ ବୁଝାବଣା ସମ୍ପର୍କରେ ଦିଲ୍ଲୀରେ ସବିଶେଷ ତଥ୍ୟ ଦିଆଯିବ । ସେ ଦଳ ପାଇଁ ସବୁ ତ୍ୟାଗ କରିବାକୁ ପ୍ରସ୍ତୁତ ବୋଲି କରିଛନ୍ତି । ସେପଟେ ବୁଧବାର ମଧ୍ୟ ମୁଖ୍ୟମନ୍ତ୍ରୀ ଚନ୍ନି ସିଦ୍ଧୁଙ୍କୁ ଭେଟି ତାଙ୍କୁ ଇସ୍ତଫା ପ୍ରତ୍ୟାହାର ଲାଗି ମନାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ସିଦ୍ଧୁ ଜିଦରେ ଅଟଳ ଥିଲେ ଏବଂ ଇସ୍ତଫା ପ୍ରତ୍ୟାହାର କରିବାକୁ ରାଜି ହୋଇନଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା