Masthead

ସିକିମ ବନ୍ୟା, ମୃତ୍ୟୁସଂଖ୍ୟା ୫୧କୁ ବୃଦ୍ଧି

ସିକ୍କିମ (ବଡ଼ ଖବର ବ୍ୟୁରୋ): ସିକ୍କିମରେ ବାଦଲ ଫଟା ବର୍ଷା । ଧୀରେ ଧୀରେ ବଢୁଛି ମୃତ୍ୟୁସଂଖ୍ୟା । ଉତ୍ତର ସିକିମ୍‌ରେ ବାଦଲ ଫଟା ବର୍ଷା ହେତୁ ତିସ୍ତା ନଦୀ ବନ୍ୟାରେ ଭାସିଯାଇ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ୫୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨୬ ଟି ମୃତଦେହ ସିକିମ୍‌ରେ ଏବଂ ୨୫ଟି ପଶ୍ଚିମବଙ୍ଗର ଜାଲପାଇଗୁଡି ଜିଲାର ବିଭିନ୍ନ ଅଞ୍ଚଳରୁ ମିଳିଛି। ଏଯାଏଁ ୧୧ ସେନା କର୍ମଚାରଙ୍କ ମୃତୁ୍ୟ ହୋଇଥିବା ଜଣାପଡ଼ିଛି । ୧୪୨ ଜଣ ନିଖୋଜ ଥିବାବେଳେ ଆହତଙ୍କ ସଂଖ୍ୟା ୨୬ ରହିଛି। ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗ ଶୁକ୍ରବାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ଲୋକଙ୍କ ସହ ଆଲୋଚନା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା