Masthead

୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍ ଇଭେଣ୍ଟରେ ରୌପ୍ୟ ପଦକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏସୀୟ କ୍ରୀଡ଼ାରେ ସୁଟିଂରେ ଭାରତକୁ ରୌପ୍ୟ ପଦକ । ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛି ଭାରତ । ସରବଜୋତ୍ ଓ ଦିବ୍ୟା ଆଣିଲେ ସଫଳତା । ସେହଭଳି ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ବ୍ୟକ୍ତିଗତ ଭାବେ ସ୍ୱର୍ଣ୍ଣ ଜିତିଛନ୍ତି ପଲକ । ସେହିପରି ଇସା ସିଂ ରୌପ୍ୟ ପଦକ ହାସଲ କରିଛନ୍ତି ।

ଏବଂ ୫୦ ମିଟର ପୁରୁଷ ରାଇଫଲ ଥ୍ରି ପୋଜିସନ ଟିମ ଇଭେଣ୍ଟରେ ଐଶ୍ୱର୍ୟ୍ୟ ପ୍ରତାପ ସିଂ ତୋମର, କୁଶଲେ ସ୍ୱପ୍ନିଲ ଏବଂ ଅଖିଲ ସେଓରାନଙ୍କ ଟିମ୍ ମୋଟ ୧୭୬୯ ପଏଣ୍ଟ ହାସଲ କରି ଶୀର୍ଷ ସ୍ଥାନ ଦଖଲ କରିଛନ୍ତି । ସେହିଭଳି ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତକୁ ରୌପ୍ୟ ପଦକ ମିଳିଛି । ୮ ସ୍ୱର୍ଣ୍ଣ, ୧୩ ରୌପ୍ୟ, ୧୩ ବ୍ରୋଞ୍ଜ ସହ ଭାରତକୁ ୩୪ ପଦକ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା