Masthead

ସିମକାର୍ଡ ପାକିସ୍ତାନ ଲିଙ୍କ, ୨ ଅଟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଶା ସିମକାର୍ଡକୁ ପାକିସ୍ତାନରେ ଅପରେଟ ଘଟଣା । ଯାଜପୁରରୁ ୨ ଜଣଙ୍କୁ ଅଟକ ରଖିଲା ଏସଟିଏଫ । ମାଷ୍ଟର ମାଇଣ୍ଡ ପଠାଣୀ ସାମନ୍ତ ଲେଙ୍କାଙ୍କ ୨ ସହଯୋଗୀ ଅଟକ । ଏନଆଇଏ ଓ ଆଇବିକୁ ସମସ୍ତ ତଥ୍ୟ ଦେଲା ଏସଟିଏଫ । ଖୁବଶୀଘ୍ର ଅଭିଯୁକ୍ତଙ୍କ ମୋବାଇଲ ଫୋନକୁ ଫରେନସିକ୍ ଲ୍ୟାବକୁ ପଠାଯିବ ବୋଲି ଜଣା ପଡିଛି । ଏସଟିଏଫ ତରଫରୁ ଏନଆଇଏ ଓ ଆଇବିକୁ ସମସ୍ତ ତଥ୍ୟ ଏସଟିଏଫ ଦେବା ସହ ଆବଶ୍ୟକ ସ୍ଥଳେ ଆଇଟି ଏକ୍ସପର୍ଟ ସୋସିଆଲ ମିଡିଆ ବ୍ୟବହାରକୁ ନେଇ ଅଧିକ ଖୋଳତାଡ କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ