Masthead

ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ସିମୁଳିଆ (ବଡ଼ ଖବର ବ୍ୟୁରୋ): ବିଜେଡିକୁ ଲାଗିଛି ବଡ଼ ଝଟକା । ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଜ୍ୟୋତିପ୍ରକାଶଙ୍କ ଇସ୍ତଫା । ଦଳର ସଭାପତିଙ୍କ ନିକଟକୁ ପଠାଇଲେ ନିଜ ଇସ୍ତଫାପତ୍ର । ବିଜେଡି ଛାଡ଼ିଥିବା ନେଇ ଭିଡିଓ ବାର୍ତ୍ତାରେ ଦେଲେ ସୂଚନା । ବିଧାୟକ ଭାବେ ଲୋକଙ୍କ ସେବା କରିବାକୁ ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇବା ସହ ଆଗାମୀ ଦିନରେ ମଧ୍ୟ ସିମୁଳିଆ ଓ ଖଇରାବାସୀଙ୍କ ସେବା କରିବେ ବୋଲି କହିଛନ୍ତି ଜ୍ୟୋତିପ୍ରକାଶ ।

ସିମୁଳିଆରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଜ୍ୟୋତିପ୍ରକାଶଙ୍କ ନବୀନଙ୍କ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି । ଚଳିତ ନିର୍ବାଚନରେ ଦଳ ତାଙ୍କୁ ଟିକେଟ ନଦେଇ ନୂଆ ଚେହେରା ଭାବେ ଶୁଭାସିନୀ ସାହୁଙ୍କୁ ସୁଯୋଗ ଦେଇଥିଲା । ଯାହାକୁ ନେଇ ଜ୍ୟୋତିପ୍ରକଶ ପାଣିଗ୍ରାହୀ ଅସନ୍ତୁଷ୍ଟ ଥିଲେ । ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା