Masthead

ମାଓ କ୍ୟାମ୍ପ ଠାବ କଲେ ଯବାନ

ସିନାପାଲି (ବଡ଼ ଖବର ବ୍ୟୁରୋ): ବୋଡ଼େନ ଥାନା କାଟଫାର ଗାଁ ନିକଟରେ ଠାବ ହେଲା ମାଓ କ୍ୟାମ୍ପ । ପାଟଦରହା ସଂରକ୍ଷିତ ଜଙ୍ଗଲରେ ପୋଲିସ ଏବଂ ସିଆପିଏଫ କମ୍ବିଂ ଅପରେସନ ବେଳେ ହୋଇଛି ମାଓ କ୍ୟାମ୍ପ ଠାବ । ବହୁ ମାଓ ସାମଗ୍ରୀ ସହ ବିଭିନ୍ନ ପ୍ରକାର ଔଷଧ ଜବତ କରିଛି ପୋଲିସ ।

ଛତିଶଗଡ଼ରେ ଏନକାଉଣ୍ଟର ପରେ ଏବେ ନୂଆପଡ଼ା ଅଭିମୁଖେ ମାଓବାଦୀମାନେ ଆସୁଥିବା ସନ୍ଦେହ କରାଯାଉଛି । ସାଧାରଣ ନିର୍ବାଚନ ସମୟରେ ବଡ଼ ଧରଣର ଯୋଜନା ଚାଲିଥିବା ସୂଚନା ମିଳିଛି । ବର୍ତ୍ତମାନ ସେହି ଅଞ୍ଚଳରେ କମ୍ବିଂ ଅପରେସନ ଜୋରଦାର କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ