Masthead

ସହରରେ ଭାଲୁ

ସିନାପାଲି(ବଡ଼ ଖବର ବ୍ୟୁରୋ): ନୂଆପଡା ଜିଲ୍ଲା ସିନାପାଲି ସହରରେ ମାତିଛି ଭାଲୁ । ସିନାପାଲି ବନବିଭାଗର କୁମ୍ଭକର୍ଣ୍ଣ ନିଦ୍ରା ଯୋଗୁଁ ବାରମ୍ବାର ଏଭଳି ପରିସ୍ଥିତି ସୃଷ୍ଟି ହେଉଛି । ସହରର କାପ୍ସିସ୍ଥିତ ଧର୍ମଗଡ ମୁଖ୍ୟରାସ୍ତାରେ କାଲି ରାତି ୩ ଟାରେ ଗୋଟିଏ ଭାଲୁ ଏକ ଘଣ୍ଟାଧରି ଛକରେ ବୁଲୁଥିବା କିଛି ଲୋକ ଦେଖିଥିଲେ । ସିସିଟିଭିରେ ମଧ୍ୟ ଏହି ଦୃଶ୍ୟ କଏଦ ହୋଇଛି । ବର୍ଷେ ତଳେ ମଧ୍ୟଏହି ସ୍ଥାନକୁ ରାତିରେ ଭାଲୁ ଆସିଥିଲା । ହେଲେ ବନ ବିଭାଗ କର୍ମଚାରୀମାନେ ରାତିରେ ପାଟ୍ରୋଲିଂ କରୁନଥିବାରୁ ଏବେ ସହରବାସୀଙ୍କ ଜୀବନ ବିପଦରେ । ସହରମୁହାଁ ଭାଲୁକୁ ନେଇ ଲୋକଙ୍କୁ ଭୟ ଘାରିଛି । ବନବିଭାଗର କର୍ମଚାରୀମାନେ ରାତିରେ ପାଟ୍ରୋଲିଂ କରିବା ଜରୁରୀ ହୋଇପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ