Masthead

ବିଜୟ ଅଭିଯାନ ଆରମ୍ଭ କରିଛନ୍ତି ସିନ୍ଧୁ

(ବଡ଼ ଖବର ବ୍ୟୁରୋ): ବିଜୟ ଅଭିଯାନ ଆରମ୍ଭ କରିଛନ୍ତି ସିନ୍ଧୁ । ସେ ଇସ୍ରାଏଲର ପୋଲକାରପୋଭାଙ୍କୁ ପରାସ୍ତ କରିଛନ୍ତି । ଭାରତର ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ୨୧-୭, ୨୧-୧୦ ସେଟରେ ପୋଲକାରପୋଭାଙ୍କୁ ପରାସ୍ତ କରିଛନ୍ତି । ସେପଟେ ଭାରତୀୟ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତୀୟ ସୁଟର ମନୁ ଭକର ଏବଂ ଯଶସ୍ୱିନୀ ସିଂ ଦେଶୱାଲ ଯୋଗ୍ୟତା ଅର୍ଜନ ରାଉଣ୍ଡରେ ଫେଲ୍ ମାରିଛନ୍ତି ।

ଯଦିଓ ଦୁହେଁ ଆରମ୍ଭରେ ଭଲ ପ୍ରଦର୍ଶନ କରିଥିଲେ କିନ୍ତୁ ଏହାକୁ ଆଗକୁ ବଢିପାରିନଥିଲେ । ଏହା ବ୍ୟତୀତ ଆଜି ଦିନଟି ଭାରତୀୟଙ୍କ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର।  ୬ ଥର ବିଶ୍ୱ ଚାମ୍ପିଅନ୍ ମେରି କମ୍, ସାନିଆ ମିର୍ଜା ଏବଂ ସାଜନ ପ୍ରକାଶ ସନ୍ତରଣରେ ଭାରତର ଆହ୍ୱାନ ଉପସ୍ଥାପନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା