Masthead

ବ୍ରୋଞ୍ଚ ଆଶାରେ ସିନ୍ଧୁ

(ବଡ଼ ଖବର ବ୍ୟୁରୋ): ଆଜି ବ୍ରୋଞ୍ଚ ପାଇଁ ଲଢିବେ ବିଶ୍ୱ ବିଜୟିନୀ ପିଭି ସିନ୍ଧୁ । ଶନିବାର ମହିଳା ଏକକ ସେମିଫାଇନାଲରେ ରିଓ ରୌପ୍ୟ ବିଜୟିନୀ ଭାରତୀୟ ମହିଳା ୧୮-୨୧. ୧୨-୨୧ରେ ବିଶ୍ୱର ଏକ ନମ୍ବର ତାଇ ଟିୟୁ-ୟିଙ୍ଗଙ୍କ ଠାରୁ ହାରି ଫାଇନାଲରେ ପହଞ୍ଚିବାରେ ବିଫଳ ହୋଇଥିଲେ ।

ସିନ୍ଧୁଙ୍କ ବିପକ୍ଷ ମ୍ୟାଚ  ଏହା ତାଇଙ୍କ ୧୪ ତମ ବିଜୟ । ତେବେ ଆଜି ୨୬ ବର୍ଷୀୟା ସିନ୍ଧୁ ଏବେ ବ୍ରୋଞ୍ଚ ପଦକ ପାଇଁ ମୁସାଶିନୋ ଫରେଷ୍ଟ କାର୍ମରେ ଚିନର ବିଙ୍ଗ ଜିଆଓଙ୍କୁ ଭେଟିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା