Masthead

ଏସ୍ଆଇଙ୍କ ଦବଙ୍ଗଗିରି

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ବାଂଶଡା ଥାନା ଏସ୍ଆଇଙ୍କ ଦବଙ୍ଗଗିରି । ପେଟ୍ରୋଲିଂ ସମୟରେ ରାମଚନ୍ଦ୍ରଙ୍କୁ ଅଶ୍ଲୀଳ ଭାସାରେ ଗାଳି କରିବା ସହ ନିସ୍ତୁକ ମାଡ ମାରିଛନ୍ତି । ଭଦ୍ରକ ଚାନ୍ଦବାଲି ବ୍ଲକ ତୋଟାପଡା ଗ୍ରାମର ରାମଚନ୍ଦ୍ର ସାହୁ ଓ ତାଙ୍କ ବାପା ରାତି ୧୨ଟା ସମୟରେ ଘରକୁ ଫେରୁଥିଲେ । ଏହି ସମୟରେ ବାଂଶଡା ଥାନାର ପେଟ୍ରୋଲିଂ ଗାଡି ରାମଚନ୍ଦ୍ରଙ୍କୁ ଅଟକାଇଥିଲେ । ଏସଆଇ ବରଦା ସାହୁ ରାମଚନ୍ଦ୍ରଙ୍କୁ ପଚରାଓଚରା କରିଥିଲେ । ପରେ ତାଙ୍କ ଉପରେ ଲାଠି ମାଡ କରିଥିଲେ ।

ପରିବାର ଲୋକେ ରାମଚନ୍ଦ୍ରଙ୍କୁ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି କରାଇଥିଲେ । ସେଠାରୁ ତାଙ୍କୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ