Masthead

ଆଜି ସିସୋସିଆଙ୍କ ଜାମିନ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ହେବ ମନୀଷ ସିସୋଦିଆଙ୍କ ଜାମିନ ଆବେଦନର ଶୁଣାଣି । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମଙ୍ଗଳବାର ରାଉଜ୍‌ ଆଭିନ୍ୟୁ କୋର୍ଟ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଉପରେ ଶୁଣାଣି କରିବେ।  ବର୍ତ୍ତମାନ ଏକ୍ସାଇଜ ପଲିସି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟଙ୍କ ହେପାଜତରେ ଅଛନ୍ତି। ଅନ୍ୟପଟେ, ସିବିଆଇ ମାମଲାରେ ସୋମବାର ସିସୋଦିଆଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଯାହା ପରେ କୋର୍ଟ ଏଏପି ନେତାଙ୍କ ନ୍ୟାୟିକ ହେପାଜତକୁ ୧୪ ଦିନ ବୃଦ୍ଧି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା