Masthead

୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ସିସୋଦିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ମନୀଷ ସିସୋଦିଆ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଅଛନ୍ତି ପୂର୍ବତନ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଆଜି ତାଙ୍କୁ ରାଉଜ ଆଭିନ୍ୟୁ କୋର୍ଟରେ ହାଜର କରାଯାଇଥିଲା । କୋର୍ଟ ମନୀଷଙ୍କୁ ଆହୁରି ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଛନ୍ତି । ବର୍ତ୍ତମାନ ସେ ଏପ୍ରିଲ ୩ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରହିବେ। ମନୀଷ ସିସୋଡିଆ ବର୍ତ୍ତମାନ ଇଡିଙ୍କ ହେପାଜତରେ ଅଛନ୍ତି ଏବଂ ଭିଡିଓ କନଫରେନ୍ସିଂ ମାଧ୍ୟମରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ