Masthead

ସିସୋଦିଆଙ୍କ ଜାମିନ ଆବେଦନ ସ୍ଥଗିତ, ଏପ୍ରିଲ ୫ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ସ୍ଥଗିତ । ଏପ୍ରିଲ ୫ ଯାଏଁ ଜେଲରେ ରହିବେ ସିସୋଦିଆ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଇଡିର ନ୍ୟାୟିକ ହେପାଜତରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଶନିବାର ସ୍ଥଗିତ ରଖାଯାଇଛି। ତେବେ ତାଙ୍କ ଜାମିନ ଆବେଦନ ଉପରେ ପରବର୍ତ୍ତୀ ଶୁଣାଣି ଏପ୍ରିଲ ୫ରେ ହେବ। ସିସୋଦିଆଙ୍କ ଓକିଲ କହିଛନ୍ତି ଯେ ସେ ଏ ପର୍ଯ୍ୟନ୍ତ ଇଡିର ଉତ୍ତର କପି ପାଇନାହାଁନ୍ତି । ତାଙ୍କ ଉତ୍ତର ଦାଖଲ କରିବାକୁ ଅଧିକ ସମୟ ଦରକାର। ଓକିଲଙ୍କ ଏହି ଯୁକ୍ତି ପରେ କୋର୍ଟ ଶୁଣାଣି ପରବର୍ତ୍ତୀ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ