Masthead

ସିସୋଦିଆଙ୍କ ବଢିଲା ଅଡ଼ୁଆ, କରାଯିବ ସିବିଆଇ ଯାଞ୍ଚ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଢିଲା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅଡୁଆ, କରାଯିବ ସିବିଆଇ ଯାଂଚ । କେନ୍ଦ୍ର ଗୃହମନ୍ତ୍ରଣାଳୟ ଦେଲା ଅନୁମତି । ଗୃହମନ୍ତ୍ରଣାଳୟ ତରଫରୁ ଫିଡବ୍ୟାକ୍ ୟୁନିଟ ସହାୟତାରେ ଗୁଇନ୍ଦାଗିରି କରିବା ମାମଲାରେ ସିବିଆଇ ତଦନ୍ତକୁ ଅନୁମତି ଦେଇଛନ୍ତି । ସିବିଆଇ ତରଫରୁ କିଛିଦିନ ପୂର୍ବେ ଫିଡବ୍ୟାକ୍ ୟୁନିଟ ମାଧ୍ୟମରେ ଗୁଇନ୍ଦା ଗିରି କରିବା ମାମଲାରେ ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀଙ୍କ ଓ ଅନ୍ୟ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ କେନ୍ଦ୍ର ଗୃହମନ୍ତ୍ରଣାଳୟକୁ ଅନୁମତି ମାଗିଥିଲା ।

ଉପ ରାଜ୍ୟପାଳଙ୍କ ସୁପାରିଶ ଓ କେନ୍ଦ୍ର ଗୃହମନ୍ତ୍ରଣାଳୟର ନିର୍ଦ୍ଦେଶ ପରେ ଏବେ ମନୀଷ ସିସୋଦିଆ ଓ ଅନ୍ୟ କର୍ମଚାରୀଙ୍କ ବିରୋଧରେ ସିବିଆଇ ତଦନ୍ତ କରାଯିବ । ଅବକାରୀ ଦୁର୍ନୀତି ମାମଲାରେ ମନୀଷ ସିସୋଦିଆଙ୍କ ନାମରେ ସିବିଆଇରେ ଯାଂଚ ଚାଲିଛି । ଏନେଇ ସିବିଆଇ ତରଫରୁ ସିସୋଦିଆଙ୍କ ବାସଭବନ ଓ ବ୍ୟାଙ୍କ ଲକର ଉପରେ ଚଢାଉ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା