Masthead

ଖଲ୍ଲିକୋଟ ହତ୍ୟା ତଦନ୍ତ ପାଇଁ ଏସଆଇଟି ଗଠନ

ଖଲ୍ଲିକୋଟ(ବଡ଼ ଖବର ବ୍ୟୁରୋ): ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଗଠନ ହେଲା ଏସଆଇଟି । ଏସ୍‌ଆଇଟି ହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ । ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବ । ତଦନ୍ତ କରି ୩୦ ଦିନ ମଧ୍ୟରେ ଚାର୍ଜସିଟ୍‌ ଦାଖଲ କରିବ ଏସଆଇଟି ।

ଛତ୍ରପୁରରେ ଜଣେ ଏଡିଜି ରହି ଆଇନଶୃଙ୍ଖଳା ତଦାରଖ କରିବେ । ଅତିରିକ୍ତ ଡିଜିପି ଆର୍‌କେ ଶର୍ମା ଗଞ୍ଜାମର ଛତ୍ରପୁରଠାରେ ଉପସ୍ଥିତ ରହି ଆଇନଶୃଙ୍ଖଳା ପରିସ୍ଥିତିକୁ ତଦାରଖ କରିବେ ବୋଲି ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ