Masthead

ଶୀତଲ ପ୍ଲାଜା ସିଲ୍

ଅନୁଗୁଳ, (ବଡ଼ ଖବର ବ୍ୟୁରୋ): ଅନୁଗୁଳ ସହରର ଏକ ପ୍ରମୁଖ ମୋବାଇଲ ବଜାର କୁହାଯାଉଥିବା ଶୀତଲ ପ୍ଲାଜାକୁ ପ୍ରଶାସନ ସିଲ୍ କରିଛି । କୋଭିଡ୍ କଟକଣା ଉଲ୍ଲଂଘନ କରିଥିବା ଅଭିଯୋଗରେ ଏହା ସିଲ କରାଯାଇଥିବା ଜଣା ପଡ଼ିଛି । ସୂଚନା ଅନୁସାରେ ଶୀତଲ ପ୍ଲାଜାରେ ଭିଡ଼ ରହୁଥିବା ଏବଂ କୋଭିଡ୍ କଟକଣା ମାନୁ ନ ଥିବା ଅଭିଯୋଗ ହୋଇଥିଲା । ଶୀତଲ ପ୍ଲାଜାରେ କାମ କରୁଥିବା ୭ ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିପାଇଁ ଅନୁଗୁଳ ଉପ-ଜିଲ୍ଲାପାଳ ବାସୁଦେବ ଶତପଥୀଙ୍କ ନେତୃତ୍ୱରେ ଏକ ଟିମ୍ ଚଢ଼ଉ କରି ଶୀତଲ ପ୍ଲାଜାକୁ ୭ଦିନ ପାଇଁ ସିଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’