Masthead

ଆଜି ସ୍ୱମନ୍ଦିର ପ୍ରବେଶ କରିବେ ନବଦମ୍ପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଡ଼ିଲା ହାତଗଣ୍ଠି । ସରିଲା ବାହାଘର । ଆଜି ସ୍ୱମନ୍ଦିର ପ୍ରବେଶ କରିବେ ନବଦମ୍ପତି । ମହାପ୍ରଭୁ ଭୋଳାଶଙ୍କର ଓ ଗିରିଜା ନନ୍ଦିନୀଙ୍କ ହାତଗଣ୍ଠି ମଧ୍ୟ ରତ୍ରିରେ ପଡ଼ିଥିଲା । ବିଧି ମୁତାବକ ବିବାହ ସମ୍ପର୍ଣ୍ଣ ହେବା ପରେ ଆଶୁତୋଷ ଶ୍ୱଶୁର ଘରେ ନବବିବାହିତା ପତ୍ନୀ ଗୌରୀଙ୍କ ସହ ଅବସ୍ଥାନ କରିଛନ୍ତି । ଆଜି ଦେବଦମ୍ପତି ସ୍ୱମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ । ଏଥି ପାଇଁ ଆୟୋଜିତ ହୋଇଛି ବିରାଟ ପଟୁଆର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା