Masthead

କାବୁଲରେ ଆତ୍ମଘାତୀ ବିସ୍ଫୋରଣ, ୬ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନର ରାଜଧାନୀ କାବୁଲରେ ପୁଣି ଆତଙ୍କ । ଦେଶର ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ଠାରୁ ମାତ୍ର କିଛି ଦୂରରେ ଆତ୍ମଘାତୀ ବିସ୍ଫୋରଣ ଫଳରେ ୬ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଆକ୍ରମଣରେ ୧୫ରୁ ଉଦ୍ଧ୍ୱର୍ ଗୁରୁତର ହୋଇଛନ୍ତି । ଗୁରୁତର ମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବିସ୍ଫୋରଣ ନେଇ ଆଫଗାନିସ୍ତାନର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଜାରି କରାଯାଇଥିବା ବେଳେ ଘଟଣା ପଛରେ କେଉଁ ସଂଗଠନର ହାତ ଅଛି ସେ ନେଇ ଜଣାପଡିନି ।

ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରୀ ଅବଦୁଲ ନଫି ତାକୋର କହିଛନ୍ତି, ‘ଆଫଗାନିସ୍ତାନ ସେନା ଆତ୍ମଘାତୀ ବିସ୍ଫୋରଣ କରିବାକୁ ଥିବା ବ୍ୟକ୍ତିକୁ ଟାର୍ଗେଟ୍‌ କରିବାକୁ ଚେଷ୍ଟା କରିଥିଲେ । କିନ୍ତୁ ଧରିବା ପୂର୍ବରୁ ହିଁ ସେ ଶରୀରରେ ନେଇଥିବା ବିସ୍ଫୋରକ ହଠାତ୍ ବିସ୍ଫୋରଣ ଘଟିଥିଲା । ଯାହା ଫଳରେ ୬ ଜଣ ସାଧାରଣ ଜନତାଙ୍କ ମୃତ୍ୟୁ ଘଟିଛି ଓ ଅନେକ ଗୁରୁତର ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା