Masthead

କାବୁଲରେ ଆତ୍ମଘାତୀ ବିସ୍ଫୋରଣ, ୬ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନର ରାଜଧାନୀ କାବୁଲରେ ପୁଣି ଆତଙ୍କ । ଦେଶର ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ଠାରୁ ମାତ୍ର କିଛି ଦୂରରେ ଆତ୍ମଘାତୀ ବିସ୍ଫୋରଣ ଫଳରେ ୬ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଆକ୍ରମଣରେ ୧୫ରୁ ଉଦ୍ଧ୍ୱର୍ ଗୁରୁତର ହୋଇଛନ୍ତି । ଗୁରୁତର ମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବିସ୍ଫୋରଣ ନେଇ ଆଫଗାନିସ୍ତାନର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଜାରି କରାଯାଇଥିବା ବେଳେ ଘଟଣା ପଛରେ କେଉଁ ସଂଗଠନର ହାତ ଅଛି ସେ ନେଇ ଜଣାପଡିନି ।

ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରୀ ଅବଦୁଲ ନଫି ତାକୋର କହିଛନ୍ତି, ‘ଆଫଗାନିସ୍ତାନ ସେନା ଆତ୍ମଘାତୀ ବିସ୍ଫୋରଣ କରିବାକୁ ଥିବା ବ୍ୟକ୍ତିକୁ ଟାର୍ଗେଟ୍‌ କରିବାକୁ ଚେଷ୍ଟା କରିଥିଲେ । କିନ୍ତୁ ଧରିବା ପୂର୍ବରୁ ହିଁ ସେ ଶରୀରରେ ନେଇଥିବା ବିସ୍ଫୋରକ ହଠାତ୍ ବିସ୍ଫୋରଣ ଘଟିଥିଲା । ଯାହା ଫଳରେ ୬ ଜଣ ସାଧାରଣ ଜନତାଙ୍କ ମୃତ୍ୟୁ ଘଟିଛି ଓ ଅନେକ ଗୁରୁତର ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର