Masthead

କଣାସର ୬ଟି ଗାଁ ଜଳମଗ୍ନ

କଣାସ (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ତାଣ୍ଡବ କରୁଛି ବର୍ଷା । ରାସ୍ତାଘାଟ ଚାରିଆଡେ ଜଳମୟ । ଲଗାଣ ବର୍ଷା ଯୋଗୁଁ କଣାସ ମଲାଗୁଣି ନଦୀରେ ୩୦ଫୁଟର ଘାଇ । ୬ଗାଁ ଜଳମଗ୍ନ । ଦିବ୍ୟସିଂହପୁର ପଞ୍ଚାୟତର ହଳଦୀ ପଦର, ତୈଲା, ଭଗବତୀପଡ଼ା, ବାରମାଣ, ଅବ୍ୟପୁରୁ, ବରାଗଡ଼ ଗାଁର ସମସ୍ତ ପରିବାର ପାଣି ଘରେରେ ରହିଛନ୍ତି ।

ଏଭଳି ସ୍ଥଳେ ପ୍ରଶାସନ ଖଣ୍ଡେ ଖଣ୍ଡେ ଜରି ଧରାଇଦେଇ ବସିରହିଛି । ସରକାର ସ୍ୱଚ୍ଛଭାବ ମୂର୍ତ୍ତି ରାଜନୀତି କରି ସାଧାରଣ ଲୋକଙ୍କୁ ଠକି ଦେଇ ନିଜେ ବାହାବାହା ନେଉଛନ୍ତି । ଯାହା ଏ ବାସ୍ଥବ ଚିତ୍ର ହିଁ ବୟାନ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ