Masthead

ତାଲିବାନ ସରକାରଙ୍କ ୩୩ ମନ୍ତ୍ରୀଙ୍କ ମଧ୍ୟରୁ ୧୪ଜଣ ଆତଙ୍କବାଦୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କିଛିଦିନ ପୂର୍ବରୁ ତାଲିବାନ ନିଜର ମନ୍ତ୍ରୀମଣ୍ଡଳ ଘୋଷଣା କରିଛି । ଏହା ମଧ୍ୟରେ ସାମ୍ନାକୁ ଆସିଛି ଏକ ରୋଚକ ତଥ୍ୟ । ତେବେ ତାଲିବାନ ସରକାରଙ୍କ ୩୩ ମନ୍ତ୍ରୀଙ୍କ ମଧ୍ୟରୁ ୧୪ ଜଣ ଆତଙ୍କବାଦୀ ବୋଲି ସୂଚନା ମିଳିଛି ।

ଏସବୁ ଛଡ଼ା ମିଳିତ ଜାତିସଂଘ ସୁରକ୍ଷା ପରିଷଦର ମୋଷ୍ଟୱରଣ୍ଟେଡ଼ ତାଲିକାରେ ଥିବା ଅନେକ ନାମ ମଧ୍ୟରେ ପ୍ରଧାନମନ୍ତ୍ରୀ ମୁଲ୍ଲା ଅହମ୍ମଦ, ହାସନ ଖଣ୍ଡ, ଦୁଇ ଉପମୁଖ୍ୟମନ୍ତ୍ରୀ ମଲ୍ଲିକା ଅବଦୁଲ ଘାନି ବାରାଦର ଏବଂ ମୈଳଭି ଅବଦୁଲ ସଲାମ ହାନାଫି ଅଛନ୍ତି । ଆତଙ୍କବାଦୀଙ୍କ ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ମଲ୍ଲିକା ୟାକୁବ, ବୈଦେଶିକ ମନ୍ତ୍ରୀ ମଲ୍ଲିକ ଆମୀର ଖାନ ମୁଟାକି ଏବଂ ଡ଼େପୁଟି ଶେର ମହମ୍ମଦ ଅଽାସ ଷ୍ଟାନାକାଜାଇ ମଧ୍ୟ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ