Masthead

ଦୀପାବଳୀ ପରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଦୀପାବଳି ପରେ ରାଜ୍ୟରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ । କ୍ଲାସରୁମରେ ହେବ ପାଠପଢା । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେହିପରି ନୂଆବର୍ଷ ପରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିପାରେ । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର୍ଯ୍ୟାୟ କ୍ରମେ ସ୍କୁଲ ଖୋଲିବାକୁ ଯୋଜନା ହୋଇଥିଲା ।

ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଚାର ବିମର୍ଶ କରାଯାଉଥିଲା ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ । ଗତ ୨୫ତାରିଖରୁ ରାଜ୍ୟରେ ଅଷ୍ଟମ ଶ୍ରେଣୀ ଗୃହ ପାଠପଢା ଆରମ୍ଭ ହୋଇଛି । ସ୍କୁଲରେ ଏବେ ଛାତ୍ରଛାତ୍ରୀଙ୍କ ଉପସ୍ଥାପନ ଭଲ ରହୁଛି ।  ପ୍ରାୟ ୭୦ ପ୍ରତିଶତ ଛାତ୍ରଛାତ୍ରୀ ବିଦ୍ୟାଳୟ ଆସୁଛନ୍ତି ।  ପିଲାଙ୍କ ମଧ୍ୟରେ ସ୍କୁଲ ଆସିବାକୁ ଆଗ୍ରହ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ