Masthead

ଦୀପାବଳୀ ପରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଦୀପାବଳି ପରେ ରାଜ୍ୟରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ । କ୍ଲାସରୁମରେ ହେବ ପାଠପଢା । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେହିପରି ନୂଆବର୍ଷ ପରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିପାରେ । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର୍ଯ୍ୟାୟ କ୍ରମେ ସ୍କୁଲ ଖୋଲିବାକୁ ଯୋଜନା ହୋଇଥିଲା ।

ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଚାର ବିମର୍ଶ କରାଯାଉଥିଲା ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ । ଗତ ୨୫ତାରିଖରୁ ରାଜ୍ୟରେ ଅଷ୍ଟମ ଶ୍ରେଣୀ ଗୃହ ପାଠପଢା ଆରମ୍ଭ ହୋଇଛି । ସ୍କୁଲରେ ଏବେ ଛାତ୍ରଛାତ୍ରୀଙ୍କ ଉପସ୍ଥାପନ ଭଲ ରହୁଛି ।  ପ୍ରାୟ ୭୦ ପ୍ରତିଶତ ଛାତ୍ରଛାତ୍ରୀ ବିଦ୍ୟାଳୟ ଆସୁଛନ୍ତି ।  ପିଲାଙ୍କ ମଧ୍ୟରେ ସ୍କୁଲ ଆସିବାକୁ ଆଗ୍ରହ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା