Masthead

ପାକିସ୍ତାନକୁ ହରାଇ ଫାଇନାଲରେ ଶ୍ରୀଲଙ୍କା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏସିଆ କପ୍ ଫାଇନାଲରେ ଶ୍ରୀଲଙ୍କା । ଶେଷ ବଲରେ ପାକିସ୍ତାନକୁ ହରାଇ ଫାଇନାଲରେ ପ୍ରବେଶ କରିଛି ଶ୍ରୀଲଙ୍କା । ଶ୍ରୀଲଙ୍କା-ପାକିସ୍ତାନ ସୁପର୍-୪ ମ୍ୟାଚ ବେଶ ରୋମାଞ୍ଚକର ଥିଲା । ୪୨ ଓଭର ବିଶିଷ୍ଟ ମ୍ୟାଚରେ ପାକିସ୍ତାନ ଦଳ ୭ ୱିକେଟ୍ ହରାଇ କରିଥିଲା ୨୫୨ ରନ୍ । ମହମ୍ମଦ ରିଜୱାନ ସର୍ବାଧିକ ୮୬ ରନ୍, ଅବଦୁଲ ସଫିକ୍ ୫୨ ରନ୍ ଏବଂ ମହମ୍ମଦ ଇଫତିକାର ୪୭ ରନ୍ର ଇନିଂସ୍ ଖେଳିଥିଲେ । ଶ୍ରୀଲଙ୍କାକୁ ଶେଷ ଓଭରରେ ୮ ରନ୍ ଆବଶ୍ୟକ ଥିବା ବେଳେ ଚରିଥା ଅସଲଙ୍କା ନଟଆଉଟ୍ ରହି ଦଳକୁ ଜିତାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ