Masthead

ଆମ୍ବ ଚୋରି ପାଇଁ ଛୋଟ ପିଲାଙ୍କୁ ନିସ୍ତୁକ ମାଡ଼

ଭଦ୍ରକ (ବଡ଼ ଖବର ବ୍ୟୁରୋ): ବାଡିରୁ ଛୋଟ ଛୋଟ ପିଲା ଆମ୍ବ ଖାଇଲେ ବୋଲି ନିସ୍ତୁକ ପିଟିଲେ ମାଲିକ। ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଜଳଙ୍ଗା ମାର୍କେଟ ସାହି ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ମାର୍କେଟ ସାହି ଅଞ୍ଚଳର ୫ ଜଣ ଛୋଟ ପିଲା ଗାଁର ଜନୈକ ବ୍ୟକ୍ତିଙ୍କ ବାଡ଼ିରେ ଥିବା ଆମ୍ବ ଗଛରୁ ଆମ୍ବ ଖାଇବା ପାଇଁ ଯାଇଥିଲେ ।

କିନ୍ତୁ ଆମ୍ବ ତୋଳିବା ବେଳେ ଗଛ ମାଲିକଙ୍କ ହାବୁଡରେ ପଡିଯାଇଥିଲେ । ପରେ ମାଲିକ ୫ ଜଣ ପିଲାଙ୍କୁ ମାଡ଼ ମାରିଥିଲେ । ପିଲାମାନେ ଘରେ କହିବା ପରେ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ପିଲାଙ୍କ ଦେହ ସାରା ମାଡ଼ ଚିହ୍ନ ରହିଛି । ଘଟଣାକୁ ନେଇ ଗ୍ରାମାଞ୍ଚଳ ପୋଲିସି ଜଣକୁ ଅଟକ ରଖôଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ