Masthead

ଲଗାଣ ବର୍ଷା ପାଇଁ ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଗତ ୨ରୁ ୩ଦିନ ହେବ ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଜାରି ରହିଛି । ଚାରିଆଡେ ପାଣିର ଲହରୀ । ଆଜି ପ୍ରବଳ ବର୍ଷା ସମ୍ଭାବନା ଯୋଗୁଁ ରାଜ୍ୟ ସରକାର ୫ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି । କେନ୍ଦୁଝର, ବଲାଙ୍ଗିର, ନୂଆପଡା, କଳାହାଣ୍ଡି, ସୁବର୍ଣ୍ଣପୁରରେ ସବୁ ସରକାରୀ ଏବଂ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଲଗାଣ ବର୍ଷା ଲାଗି ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି । ତୁହାକୁ ତୁହା ବର୍ଷାନେଇ ପାଣିପାଗ ବିଭାଗ ସୂଚନା ଜାରି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ