Masthead

ସ୍ମାର୍ଟ ସୁପରସୋନିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସୋମବାର ସକାଳ ୧୧. ୪୫ରେ ଓଡ଼ିଶା ଉପକୂଳର ହ୍ୱିଲର୍ ଦ୍ୱୀପରୁ ସୁପରପେଣ୍ଡିକ୍ ମିସାଇଲ୍ ଆସିଷ୍ଟଡ୍ ରିଲିଜ୍ ଅଫ୍ ଟର୍ପେଡୋ ସଫଳତାର ସହ ପରୀକ୍ଷଣ ହୋଇଛି । ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ(ଡିଆରଡିଓ) ସଫଳତାର ସହ ଟର୍ମପେଡୋ, ସ୍ମାର୍ଟ ର ସୁପରସୋନିକ୍ ମିସାଇଲ୍ ଆସିଷ୍ଟଡ୍ ସିରିଜ୍ ପରୀକ୍ଷା କରିଛି । ଏଣିକି ଆଣ୍ଟି-ବୁଡ଼ାଜାହାଜ ଯୁଦ୍ଧରେ ଷ୍ଟାଣ୍ଡ ଅଫ୍ ସାମର୍ଥ୍ୟ ପାଇଁ ଏହା ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଭାବେ ପ୍ରମାଣିତ ହୋଇଛି । ଆଣ୍ଟି-ବୁଡ଼ାଜାହାଜ ଯୁଦ୍ଧ କ୍ଷମତା ବୃଦ୍ଧିରେ ଏହି ସଫଳତା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଏହି ଟ୍ରାକିଂ ଷ୍ଟେସନ୍ (ରାଡାର୍, ଇଲେକ୍ଟ୍ରୋ ଅପ୍ଟିକାଲ୍ ସିଷ୍ଟମ୍) ଉପକୂଳ, ଟେଲିମେଟ୍ରି ଷ୍ଟେସନ୍ ଓ ନିମ୍ନରେ ଥିବା ଜାହାଜ ଉପରେ ନଜର ରଖିପାରିବ । ଏହି ସଫଳତା ପାଇଁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଡିଆରଡିଓର ସମସ୍ତ ବୈଜ୍ଞାନିକ ଓ କର୍ମଚାରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା