Masthead

ଟ୍ରେନରେ ଧୂଆଁ, ଓହ୍ଲାଇଗଲେ ଯାତ୍ରୀ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ଏକ୍ସପ୍ରେସ ଟ୍ରେନରେ ଧୂଆଁ । ବ୍ରହ୍ମପୁର ଷ୍ଟେସନରେ ଧୂଆଁ ଦେଖି ଓହ୍ଲାଇଗଲେ ଯାତ୍ରୀ । ସିକନ୍ଦରାବାଦ୍-ଅଗରତାଲା ଏକ୍ସପ୍ରେସ ବି-୫ ବଗିରୁ ଧୂଆଁ ବାହାରିଥଲା । ଧୂଆଁକୁ ନିର୍ବାପିତ କରାଯାଇଥିଲେ ମଧ୍ୟ ଯାତ୍ରୀ ଏହି ବଗିରେ ଯିବାକୁ ଅମଙ୍ଗ ହେଉଥିଲେ । ସର୍ଟସର୍କିଟରୁ ଧୂଆଁ ବାହାରିଥିବା ପୂର୍ବତଟ ରେଲୱେ ପକ୍ଷରୁ ସୂଚନା । ମାଇନର ଇଲେକ୍ଟ୍ରିକାଲ୍ ଇସୁ୍ୟ ଥିଲା ଠିକ କରାଯାଇଥିବା କହିଛନ୍ତି ରେଲୱେ ବିଭାଗ । ନିକଟରେ ହୋଇଥିବା ବାହାନଗା ରେଳଦୁର୍ଘଟଣା ହେତୁ ଯାତ୍ରୀ ଭୟଭୀତ ହୋଇ ଉକ୍ତ ଟ୍ରେନରେ ଯିବାକୁ ମନା କରୁଥିଲେ । ଯାତ୍ରୀଙ୍କୁ ବୁଝାସୁଝା କରି ଟ୍ରେନରେ ବସାଗଲା । ୪୫ ମିନିଟ ପରେ ଗଡିଲା ସିକନ୍ଦରାବାଦ୍-ଅଗରତାଲା ଏକ୍ସପ୍ରେସ ଟ୍ରେନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା