Masthead

ପଶ୍ଚିମବଙ୍ଗରେ ଯେଉଁମାନେ ଆତଙ୍କ ସୃଷ୍ଟି କରୁଛନ୍ତି ସେମାନଙ୍କ ସହ ଗାନ୍ଧୀ ପରିବାର ହାତ ମିଳାଇବା ଗ୍ରହଣୀୟ କି?: ସ୍ମୃତି ଇରାନି

କୋଲକାତା (ବଡ଼ ଖବର ବ୍ୟୁରୋ):  ପଶ୍ଚିମବଙ୍ଗ ନିର୍ବାଚନ ହିଂସାକାଣ୍ଡକୁ ନେଇ ରାହୁଲ ଗାନ୍ଧିଙ୍କୁ କଡ଼ା ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି । ରବିବାର ମଧ୍ୟପ୍ରଦେଶ ଭୋପାଲରେ ପହଞ୍ଚି ଛନ୍ତି ସ୍ମୃତି ଇରାନି । ରାହୁଲ ଗାନ୍ଧୀ ଟିଏସି ସହ ହାତ ମିଳାଇବାକୁ ନେଇ ସମାଲୋଚନା କରିଛନ୍ତି ସ୍ମୃତି । ସେ କହିଛନ୍ତି ରାଜ୍ୟରେ ଗଣତାନ୍ତ୍ରିକ ଅଧିକାର ପାଇଁ ଲୋକଙ୍କୁ ହତ୍ୟା କରାଯାଉଛି ।

ଗାନ୍ଧୀ ପରିବାର ମଧ୍ୟ ଟିଏମସି ଭଳି ନର ହତ୍ୟାକାରୀ ସହିତ ହାତ ମିଳାଉଛନ୍ତି। ସ୍ମୃତି ଇରାନୀ ପ୍ରଶ୍ନ କରିଛନ୍ତି ପଶ୍ଚିମବଙ୍ଗରେ ଯେଉଁମାନେ ଆତଙ୍କ ସୃଷ୍ଟି କରୁଛନ୍ତି ସେମାନଙ୍କ ସହ ଗାନ୍ଧୀ ପରିବାର ହାତ ମିଳାଇବା ଗ୍ରହଣୀୟ କି? ମୃତ୍ୟୁର ଏହି ଖେଳ ରାହୁଲ ଗାନ୍ଧୀଙ୍କ ପାଇଁ ଗ୍ରହଣୀୟ କି? ଏହାର ଜବାବ ରାଜ୍ୟର ଜନସାଧାରଣ ଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି