Masthead

ରାଜ୍ୟରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ରିପୋର୍ଟ ଆସିବ: ସ୍ମୃତି ଇରାନୀ

ପାରାଦୀପ (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ସ୍ମୃତି ଇରାନୀ । ପାରାଦୀପ କୁଜଙ୍ଗ ସଭାରେ ସିଧା ହମଲା କଲେ ସ୍ମୃତି ଈରାନୀ । ଓଡ଼ିଶାକୁ ରିମୋଟ କଣ୍ଟ୍ରୋଲ ତାମିଲବାବୁ ଲୁଟୁଥିବା କହିଲେ ଈରାନୀ । ବିଜେଡି ରାଜ୍ୟକୁ ଲ୍ୟାଣ୍ଡ, ସ୍ୟାଣ୍ଡ, ମାଇନିଂ, କୋଲ୍‌ ମାଫିଆ ଦେଇଛି । ବିଜେଡି ନେତା, ମନ୍ତ୍ରୀଙ୍କୁ ତାମିଲ ବାବୁ ରିମୋଟ କଣ୍ଟ୍ରୋଲରେ ଚଳାଉଛନ୍ତି । ମୋଦି ଜଳ ଜୀବନ ମିଶନ ପାଇଁ ଟଙ୍କା ଦେଲେ, ସେ ଟଙ୍କା କୁଆଡ଼େ ଗଲା । ଓଡ଼ିଶା ନେତୃତ୍ବକୁ କଏଦ୍‌ କରି ରଖାଯାଇଛି, ରିମୋଟ୍‌ରେ ସରକାର ଚାଲୁଛି । ନବୀନ ବାବୁଙ୍କୁ କହିବା, ବୁଲିବା ପାଇଁ ବି ସ୍ବାଧୀନତା ନଥିବା କୁହାଯାଉଛି । ରିମୋଟ୍‌ କଣ୍ଟ୍ରୋଲ ତାମିଲ ବାବୁ ରତ୍ନଭଣ୍ଡାର ରିପୋର୍ଟ କାହିଁକି ଚାପିଲେ । ରାଜ୍ୟରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ରିପୋର୍ଟ ଆସିବ । ଯଦି ରତ୍ନଭଣ୍ଡାରରେ କିଛି ଗଡ଼ବଡ଼ି ହୋଇଥିବ, ମୋଦି କାହାକୁ ଛାଡ଼ିବେନି ବୋଲି କହିଲେ ସ୍ମୃତି ଇରାନୀ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ