Masthead

ରାହୁଲଙ୍କ ଭଳି ଅନେକ ଲୋକ ଆସିଛନ୍ତି ଏବଂ ଅନେକ ଲୋକ ଯାଇଛନ୍ତି: ସ୍ମୃତି ଇରାନି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ତଥା ବରିଷ୍ଠ ଭାରତୀୟ ଜନତା ପାର୍ଟି ନେତ୍ରୀ ସ୍ମୃତି ଇରାନୀ । ତାମିଲନାଡୁର ଚେନ୍ନାଇରେ ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ତାଙ୍କ ଭଳି ଲୋକମାନେ ଆସିଛନ୍ତି, ଯାଇଛନ୍ତି। କିନ୍ତୁ ‘ହିନ୍ଦୁସ୍ତାନ’ ଅଛି, ଥିଲା ଏବଂ ରହିବ।’

ଯଦି ମୋର ସ୍ବର ରାହୁଲଙ୍କ ପାଖରେ ପହଞ୍ଚେ ତେବେ ମୁଁ ତାଙ୍କୁ କହିବାକୁ ଚାହେଁ ଯେ ତୁମ ଭଳି ଅନେକ ଲୋକ ଆସିଛନ୍ତି ଏବଂ ଅନେକ ଲୋକ ଯାଇଛନ୍ତି; ଭାରତ ଅଛି, ଥିଲା ଏବଂ ରହିବ। ରାହୁଲଙ୍କ ପାରିବାରିକ ଦୁର୍ଗ ଆମେଠିରୁ ସ୍ମୃତି ରାହୁଲଙ୍କୁ ପରାସ୍ତ କରିଥିଲେ। ଏଥି ସହିତ ସେ କହିଛନ୍ତି, କଂଗ୍ରେସ ଏମ୍‌ପି ଏଥର ମଧ୍ୟ ଓ୍ବୟାନାଡ ଆସନରୁ ନିର୍ବାଚନ ହାରିଯିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା