Masthead

ଯୋଗେନ୍ଦ୍ର ଯାଦବଙ୍କ ଭବିଷ୍ୟବାଣୀ, ଆମେଠିରୁ ହାରିବେ ସ୍ମୃତି ଇରାନୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ରଣନୀତିଜ୍ଞ ଯୋଗେନ୍ଦ୍ର ଯାଦବଙ୍କ ଭବିଷ୍ୟବାଣୀ । ଆମେଠିରୁ ହାରିଯିବେ ସ୍ମୃତି ଇରାନୀ । ନିର୍ବାଚନ ୨୦୨୪ ଶେଷ ପର୍ଯ୍ୟାୟରେ ଥିବାବେଳେ ଏହାର ଫଳାଫଳକୁ ନେଇ ବିଭିନ୍ନ ଆକଳନ କରାଯାଉଛି। ଏହାରି ଭିତରେ ପ୍ରଶାନ୍ତ କିଶୋର, ଯୋଗେନ୍ଦ୍ର ଯାଦବଙ୍କ ଭଳି ବଡ଼ ବଡ଼ ରାଜନୈତିକ ବିଭିନ୍ନ ଭବିଷ୍ୟବାଣୀ କରିଛନ୍ତି।

ଏହିକ୍ରମରେ ରଣନୀତିଜ୍ଞ ଯୋଗେନ୍ଦ୍ର ଯାଦବ ସ୍ମୃତି ଇରାନୀଙ୍କୁ ନେଇ ବଡ଼ ଭବଷ୍ୟବାଣୀ କରିଛନ୍ତି। ଯୋଗେନ୍ଦ୍ର କହିଛନ୍ତି , ସ୍ମୃତି ଇରାନୀଙ୍କ ଉପରେ ଆମେଠି ଜନତା ଅସନ୍ତୁଷ୍ଟ ଅଛନ୍ତି। କେବଳ ଏତିକି ନୁହେଁ ତାଙ୍କ ଦଳର ବିଜେପି ନେତାମାନେ ମଧ୍ୟ ତାଙ୍କ ଉପରେ ରାଗିଛନ୍ତି। ସ୍ମୃତି ଇରାନୀ ଆମେଠିରୁ କଂଗ୍ରେସ ନେତା କେ.ଏଲ ଶର୍ମାଙ୍କ ବିରୋଧରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ