Masthead

ରାହୁଲଙ୍କ ଘୃଣା ଏବେ ଦେଶ ପ୍ରତି ଘୃଣାଭାବରେ ପରିଣତ ହୋଇଛି : ସ୍ମୃତି ଇରାନୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ରାହୁଲଙ୍କୁ କରିଛନ୍ତି କଡ଼ା ସମାଲୋଚନା । କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ପ୍ରତି ରାହୁଲ ଗାନ୍ଧୀଙ୍କ ଘୃଣା ଏବେ ଦେଶ ପ୍ରତି ଘୃଣାଭାବରେ ପରିଣତ ହୋଇଛି। ବିଦେଶ ମାଟିରେ ଦେଶ ବିରୋଧରେ ଦିଆଯାଇଥିବା ବିବୃତ୍ତି ନେଇ ରାହୁଲଙ୍କୁ ଟାର୍ଗେଟ କରିଛନ୍ତି ସ୍ମୃତି । ସେ କହିଛନ୍ତି ମୁଁ ରାହୁଲଙ୍କୁ ପଚାରିବାକୁ ଚାହୁଁଛି, ଆପଣ ବିଦେଶରେ କହିଛନ୍ତି ଯେ ଦେଶର କୌଣସି ବିଶ୍ୱବିଦ୍ୟାଳୟରେ କହିବାର ଅଧିକାର ଆପଣଙ୍କର ନାହିଁ।

ଯଦି ଏହା ହୁଏ, ଯେତେବେଳେ ୨୦୧୬ ରେ ଦିଲ୍ଲୀର ଏକ ବିଶ୍ୱବିଦ୍ୟାଳୟରେ ଭାରତ ତେରେ ଟୁକଢେ ହୋଙ୍ଗେ’ ସ୍ଲୋଗାନ ଉଠାଯାଇଥିଲା, ସେତେବେଳେ ଆପଣ ଏହାକୁ ସମର୍ଥନ କରିଥିଲେ, ଏହା କ’ଣ ଥିଲା? ରାହୁଲ ବିଦେଶୀ ମାଟିରେ ଦେଶକୁ ବଦନାମ କରିଛନ୍ତି। ସୁପ୍ରିମକୋର୍ଟ ଏବଂ ନିର୍ବାଚନ ଆୟୋଗ ଭଳି ଅନୁଷ୍ଠାନକୁ ଅପମାନିତ କରିଛନ୍ତି। ଭାରତକୁ ଅପମାନିତ କରିବା ଗଣତନ୍ତ୍ର କି? ଗୃହର ବାଚସ୍ପତିଙ୍କୁ ଅପମାନ କରିବା ଗଣତନ୍ତ୍ର କି? ରାହୁଲଙ୍କଠାରୁ ଭାରତ କ୍ଷମା ଚାହୁଁଛି ବୋଲି ସ୍ମୃତି ଇରାନୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ