Masthead

ସାପ ଆତଙ୍କରେ ଭୟଭୀତ ଅଂଚଳବାସୀ

ସୋର (ବଡ଼ ଖବର ବ୍ୟୁରୋ): ପୁଣି ସାପ ଆତଙ୍କ ୨୪ ଘଣ୍ଟାରେ ୨୦ ରୁ ଉର୍ଦ୍ବ ପୁରୁଷ ଓ ମହିଳାଙ୍କୁ ଦଂଶିଲା ସାପ । ସୋର ପୌରାଞ୍ଚଳ ଓ ଗ୍ରାମାଞ୍ଚଳର ବିଭିନ୍ନ ଅଂଚଳରେ ସାପର ଆତଙ୍କ ଦେଖା ଦେଇଛି। ଏଥିପାଇଁ ଲୋକେ ଭୟଭୀତ ମଧ୍ୟ ଅଛନ୍ତି। ଗତ କିଛିଦିନ ତଳେ ଏହି ପରି ସାପ ଆତଙ୍କ ଦେଖାଯାଇଥିଲା। ସେତେବେଳେ ଦୁଇ ଦିନରେ ଉଭୟ ପୁରୁଷ ଓ ମହିଳା ୨୦ ଜଣରୁ ଉର୍ଦ୍ବ ସାପ ଦଂଶନର ଶିକାର ହୋଇ ସୋର ଡାକ୍ତରଖାନାରେ ରକ୍ତ ନମୁନା ଦେଇଥିବା ଜଣାପଡିଛି। ସୋରର ବିଭିନ୍ନ ଅଞ୍ଚଳରୁ ୨୦ରୁ ଅଧିକ ଲୋକ ସାପ ଦଂଶନ ପାଇଁ ଡାକ୍ତରଖାନାକୁ ଆସି ରକ୍ତ ନମୁନା ଦେଇଛନ୍ତି । ଏହାଛଡା ସାପ ଦଂଶନରେ ଗତ ଏକ ମାସ ମଧ୍ୟରେ ତିନିଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଦଂଶନର ଶିକାର ହୋଇଛନ୍ତି। ତେଣୁ ସୋର ଅଂଚଳରେ ଭୟର ବାତାବରଣ ଖେଳିଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ