Masthead

ସାପ ବି କରିପାରେ ରାସ୍ତା ରୋକ

ସୋର (ବଡ଼ ଖବର ବ୍ୟୁରୋ): ଆକ୍ରମଣକାରୀକୁ ଦଣ୍ଡ ଦାବିରେ ସାପ କରିଛି ରାସ୍ତା ରୋକ । ଏଭଳି ଏକ ଅବିଶ୍ୱାସନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ସୋର ଅନନ୍ତପୁର ରାସ୍ତାର ଦୁଆମରା ନିକଟରେ । ମନୁଷ୍ୟ ଯେପରି ଅସୁବିଧା ହେଲେ ରାସ୍ତା ରୋକ ଆନ୍ଦୋଳନ କରି ପ୍ରତିବାଦ କରିଥାଏ, ଠିକ ସେହିପରି ଏକ ନାଗ ସାପ ମଧ୍ୟ ରାସ୍ତାରୋକ କରି ପ୍ରତିବାଦ କରୁଥିବା ଦେଖିବାକୁ ମିଳିଛି । କୌଣସି ଏକ ଗାଡ଼ି ଧକ୍କାରେ ସାପଟି ଆହତ ହୋଇଥିଲା ।

ଦୁର୍ଘଟଣା ଘଟାଇଥିବା ଗାଡ଼ି ଚାଳକଙ୍କୁ ପାନେ ଦେବା ପାଇଁ ରାସ୍ତାରୋକ କରିଥିଲା ସାପ । ଫେଣାଟେକି ସାପଟି ରାସ୍ତାରେ ଯାଉଥିବା ବାଇକ୍ ଆରୋହୀଙ୍କୁ ଗୋଡାଇଥିଲା । ଏପରିକି ରାସ୍ତାରେ ଯାନବାହନ ଚଳାଚଳ ଠପ୍ ହୋଇଯାଇଥିଲା । କିଛିି ଉତ୍ସାହି ଯୁବକ ସାପଟିକୁ କାବୁ କରିବା ପରେ ଯାନବାହନ ଚଳାଚଳ ସ୍ୱାଭାବିକ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ