Masthead

ବରୀରେ ପବିତ୍ର ସ୍ନାନ ପୂର୍ଣ୍ଣିମା ପାଳିତ

ବରୀ (ବଡ଼ ଖବର ବ୍ୟୁରୋ): ବରୀରେ ପବିତ୍ର ସ୍ନାନ ପୂର୍ଣ୍ଣିମା ମହାଆଡମ୍ବରରେ ପାଳିତ ହୋଇଯାଇଛି। ଆଜି ସକଳଧୂପ ପରେ ତଡ଼ପ ଲାଗି ସେନାପଟା ବନ୍ଧା ପରେ ଯଜ୍ଞ ଆରମ୍ଭ ହୋଇଥଲା। ପରେ ପୂଜାହୋମ ସହ ମଇଲମ ଲାଗି ହୋଇଥିଲା ପରେ ରତ୍ନବେଦୀ ରୁ ଗୋଟି ପହଣ୍ଡି ରେ ପ୍ରଥମେ ଚକ୍ରରାଜ ସୁଦର୍ଶନ ପରେ ବଡ ଠାକୁର, ମା ସୁଭଦ୍ରା ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କୁ ଗୋଟି ପହଣ୍ଡିରେ ସ୍ନାନବେଦୀକୁ ପଦାର୍ପଣ କରିଥିଲେ। ପଣ୍ଡା ପୁଝାରୀ ୧୦୮ ଗରା ସୁବାସିତ ଜଳ ରେ ମହାପ୍ରଭୁ ଙ୍କ ସହ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରିଥିଲେ। ମହାସ୍ନାନ ପରେ  ବେଶ ଆରମ୍ଭ ହୋଇଥିଲା। ପରେ ମଙ୍ଗଳ ଆଳତି ଶେଷ ପରେ ହାତୀ ବେଶ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ