Masthead

ମାଓବାଦୀଙ୍କୁ ମାରିବା ପରେ ଖୁସିରେ ନାଚିଲେ ଯବାନ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଓବାଦୀଙ୍କୁ ମାରିବା ପରେ ଜଙ୍ଗଲ ଭିତରେ ବନ୍ଧୁକ ଧରି ଖୁସିରେ ନାଚିଲେ ଯବାନ । ଏହା ସହ ଭାରତ ମାତା କି ଜୟ ବଜରଙ୍ଗବଲି କି ଜୟ କହିବା ସହ ଛତିଶଗଡକୁ ସଂପୂର୍ଣ୍ଣ ଭାବେ ମାଓମୁକ୍ତ କରିବାର ସଂକଳ୍ପ ମଧ୍ୟ ନେଇଛନ୍ତି ଛତିଶଗଡ ଡିଆରଜି ବାହିନୀର ଯବାନ ।

ଛତିଶଗଡ଼ ଗରିଆବନ୍ଧ ଜିଲ୍ଲାରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ବେଳେ ୧୦ ଜଣ ମାଓବାଦୀ ନିହତ ହୋଇଛନ୍ତି । ଏନକାଉଣ୍ଟରରେ ଟପ ମାଓନେତା ତଥା କେନ୍ଦ୍ରୀୟ କମିଟି ସଦସ୍ୟ ବାଲକ୍ରିଷ୍ଣ ପ୍ରାଣ ହରାଇଛନ୍ତି । ଏବେବି ସୁରକ୍ଷା କର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି