Masthead

ମାଓବାଦୀଙ୍କ ଯୋଜନାକୁ ପଣ୍ଡ କଲେ ସୁରକ୍ଷାକର୍ମୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ଏକ ବଡ଼ ଯୋଜନାକୁ ପଣ୍ଡ କରିବାରେ ସଫଳ ହୋଇଛନ୍ତି ସୁରକ୍ଷାକର୍ମୀ । ଫୁଲବାଗଡି ବଡେଶେଟ୍ଟି ଜଙ୍ଗଲ ରାସ୍ତାରେ ପ୍ରାୟ ୪୦ କିଲୋଗ୍ରାମ ଓଜନର ଏକ ଆଇଇଡି ବୋମାକୁ ଠାବ କରିଥିଲେ ଯବାନ ।

ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ମାଓବାଦୀମାନେ ରାସ୍ତାରେ ଏହି ଲେଣ୍ଡମାଇନ ଖଞ୍ଜି ଥିଲେ । ଡିଆରଜି ଓ ସିଆରପିଏଫ ମିଳିତ ଭାବେ ପାଟ୍ରୋଲିଂ ଯାଉଥିବା ସମୟରେ ଏହି ବିସ୍ଫୋରକ ଠାବ କରିଥିଲେ । ପରେ ବୋମା ନିଷ୍କ୍ରିୟକାରୀ ଦଳ ସୁରକ୍ଷିତ ଭାବେ ଆଇଇଡିକୁ ନିଷ୍କ୍ରିୟ କରିଥିଲେ । ଯବାନ କିମ୍ବା ସାଧାରଣ ଲୋକଙ୍କ ନିକଟରେ ଏହା ବିସ୍ଫୋରଣ ହୋଇଥିଲେ ଭାରି କ୍ଷତି ହୋଇ ଥାଆନ୍ତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ