Masthead

ମାଓବାଦୀଙ୍କ ଯୋଜନାକୁ ପଣ୍ଡ କଲେ ସୁରକ୍ଷାକର୍ମୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ଏକ ବଡ଼ ଯୋଜନାକୁ ପଣ୍ଡ କରିବାରେ ସଫଳ ହୋଇଛନ୍ତି ସୁରକ୍ଷାକର୍ମୀ । ଫୁଲବାଗଡି ବଡେଶେଟ୍ଟି ଜଙ୍ଗଲ ରାସ୍ତାରେ ପ୍ରାୟ ୪୦ କିଲୋଗ୍ରାମ ଓଜନର ଏକ ଆଇଇଡି ବୋମାକୁ ଠାବ କରିଥିଲେ ଯବାନ ।

ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ମାଓବାଦୀମାନେ ରାସ୍ତାରେ ଏହି ଲେଣ୍ଡମାଇନ ଖଞ୍ଜି ଥିଲେ । ଡିଆରଜି ଓ ସିଆରପିଏଫ ମିଳିତ ଭାବେ ପାଟ୍ରୋଲିଂ ଯାଉଥିବା ସମୟରେ ଏହି ବିସ୍ଫୋରକ ଠାବ କରିଥିଲେ । ପରେ ବୋମା ନିଷ୍କ୍ରିୟକାରୀ ଦଳ ସୁରକ୍ଷିତ ଭାବେ ଆଇଇଡିକୁ ନିଷ୍କ୍ରିୟ କରିଥିଲେ । ଯବାନ କିମ୍ବା ସାଧାରଣ ଲୋକଙ୍କ ନିକଟରେ ଏହା ବିସ୍ଫୋରଣ ହୋଇଥିଲେ ଭାରି କ୍ଷତି ହୋଇ ଥାଆନ୍ତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ