Masthead

ମାଓ ବଙ୍କର ଠାବ କଲେ ଯବାନ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଛତିଶଗଡ଼- ତେଲେଙ୍ଗାନା ସୀମାରେ ମାଓ ବଙ୍କର । ୫ ଦିନ ଧରି ସର୍ଚ୍ଚ ଅପରେସନ ବେଳେ ମାଓ ବଙ୍କର ଠାବ କଲେ ଯବାନ । ବଙ୍କରରେ ୩ଟି ରାସ୍ତା ଥିବା ବେଳେ ପାଣିର ସୁବିଧା ମଧ୍ୟ ରହିଛି । ତେବେ ଘଞ୍ଚ ଜଙ୍ଗଲରେ ଠାବ ହୋଇଛି ମାଓବାଦୀଙ୍କ ଗୁମ୍ଫା। ଗୁମ୍ଫା ଭିତରେ ପାନୀୟ ଜଳ ଓ ବିଶ୍ରାମ ନେବାର ବ୍ୟବସ୍ଥା ରହିଥିଲା ।

ଯବାନମାନେ ସେଠାରେ ପହଞ୍ଚିବା ବେଳେକୁ ସୂଚନା ପାଇ ମାଓବାଦୀମାନେ ଗୁମ୍ଫାରୁ ଖସି ପଳାଇଛନ୍ତି। ବିଜାପୁର ଓ ଭଦ୍ରାଚଲମ ସୀମାବର୍ତ୍ତୀ କରିଗେଟାଲ ଜଙ୍ଗଲରେ ଜୋରଦାର ଅପରେସନ ଚାଲିଛି । ୫ ଦିନ ଧରି କରିଗେଟା ଜଙ୍ଗଲକୁ ଘେରି ରଖିଛନ୍ତି ୧୦ ହଜାର ଯବାନ। ପ୍ରାୟ ୧୦୦୦ ମାଓବାଦୀ ଏହି ଅଞ୍ଚଳରେ ଲୁଚି ରହିଥିବା କୁହାଯାଉଛି। ଅପରେସନରେ ବାୟୁସେନାର ହେଲିକପ୍ଟର ବି ସାମିଲ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା