Masthead

ବିଜୟଶଙ୍କରଙ୍କ ବିରୋଧରେ ପୁଣି ଥାନାର ଦ୍ୱାରସ୍ଥ ହେଲେ ସୋମାଲିକା

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ):  ବିଜୟଶଙ୍କର-ସୋମାଲିକା ବିବାଦ । ପୁଣି ଥାନାର ଦ୍ୱାରସ୍ଥ ହେଲେ ସୋମାଲିକା । ଫୋନରେ ଧମକ ଦିଅଯାଉଥିବା ଅଭିଯୋଗ କରିଛନ୍ତି । ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ ତାଙ୍କ ବାନ୍ଧବୀ ସୋମାଲିକା ଦାସଙ୍କ ବିବାଦ ଲାଗି ରହିଥିବା ବେଳେ ଜଗତସିଂହପୁର ଥାନାରେ ଆଉ ଏକ ଅଭିଯୋଗ କରିଛନ୍ତି ସେ।।ମଲିକା । ସେ ଏହି ଲିଖିତ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ବିଧାୟକ ତାଙ୍କ ସହଯୋଗୀଙ୍କ ସହାୟତାରେ ତାଙ୍କୁ ଫୋନ ଯୋଗେ ଧମକ ଦେଉଛନ୍ତି ।

ଏହା ସହ ବୁଝାମଣା କରିବାକୁ ତାଙ୍କ ଉପରେ ଚାପ ପ୍ରୟୋଗ କରାଯାଉଛି । ଏହି ଅଡିଓ ଭାଇରାଲକୁ ନେଇ ଚର୍ଚା ହେଉଥିବା ବେଳେ ପୁଣି ସୋମଲିକାଙ୍କ ଅନ୍ୟ ଏକ ଭିଡିଓ ଭାଇରାଲକୁ ନେଇ ତାଙ୍କୁ ବଦନାମ କରାଯାଉଥିବା ଅଭିଯୋଗ କରିଛନ୍ତି । ଶାସକ ଦଳର ବିଧାୟକ ହେଉଥିବାରୁ ପୋଲିସ ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନଥିବା ବେଳେ ପରୋକ୍ଷରେ ଧମକ ଆସୁଛି ଓ ମୋ ଜୀବନ ପ୍ରତି ବିପଦ ଥିବା କହିଛନ୍ତି ସୋମାଲିକା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ