ବିରୋଧୀ ଦଳ ନେତାଙ୍କୁ ଭେଟିଲେ ସୋମାଲିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିରୋଧୀ ଦଳ ନେତାଙ୍କୁ ଭେଟିଲେ ବିଜୟଶଙ୍କରଙ୍କ ବାନ୍ଧବୀ ସୋମାଲିକା । ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଦେଇଥିବା ନିର୍ୟାତନା ନେଇ ଅବଗତ କରାଇଛନ୍ତି। ପୁଲିସ୍‌ ପ୍ରଶାସନଠାରୁ ନିରାଶ ହୋଇ ସେ ଆଜି ବିରୋଧ ଦଳ ନେତାଙ୍କୁ ଭେଟିଛନ୍ତି ବୋଲି ଜଣାପଡ଼ିଛି। ବିରୋଧୀଦଳ ନେତାଙ୍କୁ ଭେଟିବା ପରେ ସୋମାଲିକା କହିଛନ୍ତି, ବିଧାନସଭାରେ ପ୍ରସଙ୍ଗ ଉଠାଇବା ପାଇଁ ଅନୁରୋଧ କରିଛି। ସବୁ ପ୍ରମାଣ ଥିବା ସତ୍ତ୍ୱେ ବିଜେଡି ସଦସ୍ୟ ଥିବାରୁ ବିଜୟଶଙ୍କରଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ହେଉନି। ମୁଁ କେବଳ ପୁଲିସ ଓ କୋର୍ଟରେ ଚକର କାଟୁଛି ।

ସେ ଆହୁରି କହିଛନ୍ତି, ବିଜୟ ଶଙ୍କରଙ୍କ ବିରୋଧରେ କରିଥିବା ଅଭିଯୋଗ ନେଇ ଏତଲା ପଞ୍ଜୀକୃତ ହେବାକୁ ୯ ମାସ ସମୟ ଲାଗିଗଲା। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ମାମଲା ରୁଜୁ ହେବାକୁ ୧୯ ଦିନ ପୂରିଲାଣି। ହେଲେ ଆଜି ପର୍ୟ୍ୟନ୍ତ କୌଣସି କାର୍ୟ୍ୟାନୁଷ୍ଠାନ ହେଉନି। ବିଜେଡିରେ ସମସ୍ତେ କ୍ଲିନ ଥିବାରୁ କାର୍ୟ୍ୟାନୁଷ୍ଠାନ ହେଉନି କହି କଟାକ୍ଷ କଲେ ସୋମାଲିକା। ନ୍ୟାୟ ପାଇଁ ବିରୋଧୀଦଳ ନେତାଙ୍କୁ ଭେଟି ଅନୁରୋଧ କରିଛି। ୧୬୧, ୧୬୪ରେ ମୋର ବୟାନ୍‌ ରେକର୍ଡ କରାଯାଇଛି। ମୋ’ ପାଖରେ ଯାହା ପ୍ରମାଣ ଥିଲା, ସବୁ ଦେଇଦେଇଛି। କିନ୍ତୁ ଯିଏ ଦୋଷୀ, ସିଏ ଖୋଲମ୍‌ଖୋଲା ବୁଲୁଛନ୍ତି। ପୁଲିସ କୌଣସି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ