Masthead

କୋହଳ ହେଲା କଟକଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କୋହଳ ହେଲା କଟକଣା । ୧୩ ଜିଲ୍ଲାରେ କୋହଳ ହେଲା ଲକଡାଉନ ଅବଧି । ସଂକ୍ରମଣ କମିଥିବା ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୭ଟି ଜିଲ୍ଲାରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ଲକ୍‌ଡାଉନ୍‌ କଟକଣାକୁ କୋହଳ କରାଯାଇଛି। ସେହିପରି ବାକି ୧୩ଟି ଜିଲ୍ଲାରେ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ୟ୍ୟନ୍ତ ଲକଉନ୍‌ କଟକଣା କୋହଳ କରିଛନ୍ତି। ତେବେ ଆଉ କିଛି ସମୟ ପରେ ମୁଖ୍ୟ ଶାସନ ସଚିବ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବାକୁ ଥିବା ବେଳେ, ସେଥିରେ ଏସବୁ ନେଇ ସ୍ପଷ୍ଟ ହୋଇଯିବ।

ସଂକ୍ରମଣ ହାର ୫% ତଳେ ଥିବାରୁ ୧୭ଟି ଜିଲ୍ଲାରେ କୋହଳ ସମୟ ଅଧିକ ରଖାଯାଇଛି। ସେହିପରି ଏହି ସମୟ ମଧ୍ୟରେ ମିଠା ଦୋକାନ ବି ଖୋଲିବ ବୋଲି ଜଣାପଡ଼ିଛି। ୩୦ଟି ଜିଲ୍ଲାକୁ ସରକାର ଦୁଇଟି ବର୍ଗରେ ଭାଗ କରିଛନ୍ତି। ଅଧିକ ସମୟ କଟକଣା କୋହଳ କରାଯାଇଥିବା ୧୭ଟି ଜିଲ୍ଲାକୁ ‘ଏ’ ବର୍ଗରେ ରଖାଯାଇଥିବା ବେଳେ ବାକି ୧୩ଟିକୁ ‘ବି’ ବର୍ଗରେ ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି