Masthead

ବାପାର ଟାଙ୍ଗିଆ ଚୋଟରେ ପୁଅ ମୃତ

କୋଇଡା(ବଡ଼ ଖବର ବ୍ୟୁରୋ): ବାପାର ଟାଙ୍ଗିଆ ଚୋଟରେ ପୁଅର ମୃତ୍ୟୁ । ଏଭଳି ଜଘନ୍ୟ ଘଟଣା ଘଟିଛି କୋଇଡା ଥାନା ଗିରିଜା ଟୋଲାରେ । ଏହି ଗାଁର ସାମରାନ ଡାଙ୍ଗ ପ୍ରତ୍ୟେକ ଦିନ ରାତିରେ ମଦପିଇ ଘରକୁ ଫେରି ବାପା ସନ୍ତୋଷ ଡାଙ୍ଗଙ୍କ କଳିଝଗଡ଼ା କରନ୍ତି । ୧୯ ତାରିଖ ରାତିରେ ସମରେନ୍ ଏକ ଟାଙ୍ଗିଆରେ ବାପକୁ ମାରିବା ପାଇଁ ଉଦ୍ୟତ ହୋଇଥିଲେ । ମାତ୍ର ବାପା ସନ୍ତୋଷ ଉତ୍ତ୍ୟକ୍ତ ହୋଇ ପୁଅ ଠାରୁ ଟାଙ୍ଗିଆ ଛଡାଇ ଓଲଟା ପୁଅକୁ କରିଥିଲେ । ଫଳରେ ଘଟଣାସ୍ଥଳରେ ପୁଅ ସାମରନର ମୃତ୍ୟୁ ଘଟିଥିଲା । ପରେ ଏକ କାଠ ଓ ଦୌଡିରେ ବାନ୍ଧି ପୁଅର ରକ୍ତ ଜୁଡୁବୁଡୁ ଶବକୁ ନିକଟସ୍ଥ ଜଙ୍ଗଲରେ ଫିଙ୍ଗି ଦେଇଥିଲେ ବାପା ସନ୍ତୋଷ । ପରେ ସେ କୋଇଡା ଥାନାରେ ଆତ୍ମସମର୍ପଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା