Masthead

ପୁଅକୁ ହତ୍ୟା କରାଯାଇଛି: ନବୀନ ଦାସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷଙ୍କ ମୃତ୍ୟୁ ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ଏନେଇ ନବୀନ ଦାସ ବଡ଼ ବୟାନ ଦେଇଛନ୍ତି । ତେବେ ମୋ ପୁଅକୁ ହତ୍ୟା କରାଯାଇଛି । କାହିିଁକିନା । ରବିବାର ଭୋର ୪ଟି ୧୧ଟାରେ ତା’ର ଶେଷ ଫୋନ ପାଇଥିଲି । ତାଙ୍କୁ ମାରଧର କରୁଥିବାର ସେ ମୋତେ କହିଥିଲା । ଏହା ମଧ୍ୟରେ ମନୀଷଙ୍କ ମୃତଦେହ କାଲି ପାତ୍ରପଡ଼ାର ଏକ ପୋଖରୀରୁ ମିଳିଥିଲା । ସେପଟେ ପୁଲିସ ଖବର ପାଇ ଘଟଣାର ତନାଘନା କରୁଛି ।

ପୁଲିସ ଉପରେ ମୋର ଯଥେଷ୍ଟ ଭରସା ଅଛି ଏବଂ ମୁଁ ଆଇନକୁ ସମ୍ନାନ ଦିଏ । ଆଶା କରୁଛି ହତ୍ୟାକାରୀଙ୍କୁ ପୁଲିସ ଖୁବଶୀଘ୍ର ସାମ୍ନାକୁ ଆଣିବ ବୋଲି ବରିଷ୍ଠ ସାମ୍ବାଦିକ ନବୀନ ଦାସ କହିଛନ୍ତି । ଅନ୍ୟପଟେ ମୃତ୍ୟୁ ପୂର୍ବରୁ ମନୀଷ ହୋଟେଲ ସାଉଥ ସିଟି ସିଲକୁ ଆସିଥିଲେ । ଏପରକି ବିଳମ୍ବିତ ରାତି ପର୍ଯ୍ୟନ୍ତ ହୋଟେଲରେ ମନୀଷ ଥିବାର ସୂଚନା ମିଳିଛି । ସେପଟେ ହୋଟେଲର ସିସିଟିଭି ଫୁଟେଜକୁ ତମାଣ୍ଡୋ ପୁଲିସ ଜବତ କରିଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ