Masthead

ପୁଅକୁ ହତ୍ୟା କରାଯାଇଛି: ନବୀନ ଦାସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷଙ୍କ ମୃତ୍ୟୁ ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ଏନେଇ ନବୀନ ଦାସ ବଡ଼ ବୟାନ ଦେଇଛନ୍ତି । ତେବେ ମୋ ପୁଅକୁ ହତ୍ୟା କରାଯାଇଛି । କାହିିଁକିନା । ରବିବାର ଭୋର ୪ଟି ୧୧ଟାରେ ତା’ର ଶେଷ ଫୋନ ପାଇଥିଲି । ତାଙ୍କୁ ମାରଧର କରୁଥିବାର ସେ ମୋତେ କହିଥିଲା । ଏହା ମଧ୍ୟରେ ମନୀଷଙ୍କ ମୃତଦେହ କାଲି ପାତ୍ରପଡ଼ାର ଏକ ପୋଖରୀରୁ ମିଳିଥିଲା । ସେପଟେ ପୁଲିସ ଖବର ପାଇ ଘଟଣାର ତନାଘନା କରୁଛି ।

ପୁଲିସ ଉପରେ ମୋର ଯଥେଷ୍ଟ ଭରସା ଅଛି ଏବଂ ମୁଁ ଆଇନକୁ ସମ୍ନାନ ଦିଏ । ଆଶା କରୁଛି ହତ୍ୟାକାରୀଙ୍କୁ ପୁଲିସ ଖୁବଶୀଘ୍ର ସାମ୍ନାକୁ ଆଣିବ ବୋଲି ବରିଷ୍ଠ ସାମ୍ବାଦିକ ନବୀନ ଦାସ କହିଛନ୍ତି । ଅନ୍ୟପଟେ ମୃତ୍ୟୁ ପୂର୍ବରୁ ମନୀଷ ହୋଟେଲ ସାଉଥ ସିଟି ସିଲକୁ ଆସିଥିଲେ । ଏପରକି ବିଳମ୍ବିତ ରାତି ପର୍ଯ୍ୟନ୍ତ ହୋଟେଲରେ ମନୀଷ ଥିବାର ସୂଚନା ମିଳିଛି । ସେପଟେ ହୋଟେଲର ସିସିଟିଭି ଫୁଟେଜକୁ ତମାଣ୍ଡୋ ପୁଲିସ ଜବତ କରିଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ